PM Narendra Modi condoles unfortunate accident in Reasi, Jammu and Kashmir
ଜାମ୍ମୁ-କାଶ୍ମୀରର ରିଆସିଠାରେ ସଡକ ଦୁର୍ଘଟଣାରେ ଲୋକଙ୍କ ପ୍ରାଣହାନୀ ଯୋଗୁଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି । “ଜାମ୍ମୁ-କାଶ୍ମୀରର ରିଆସିଠାରେ ଦୁର୍ଭାଗ୍ୟଜନକ ସଡକ ଦୁର୍ଘଟଣାରେ ପ୍ରିୟଜନଙ୍କୁ ହରାଇଥିବା ପରିବାରଙ୍କ ପ୍ରତି ମୋର ସମବେଦନା ରହିଛି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।
My thoughts are with the families of those who lost their loved ones in the unfortunate accident in Reasi, J&K. Prayers with the injured.
— Narendra Modi (@narendramodi) October 20, 2016