PM sanctions ex-gratia relief for the victims of fire accident in Bhubaneswar SUM Hospital, Odisha

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡିଶାର ଭୁବନେଶ୍ଵରସ୍ଥିତ ସମ ହସ୍ପିଟାଲରେ 17.10.2016ରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ମୃତକଙ୍କ ପରିବାର ବର୍ଗଙ୍କୁ 2 ଲକ୍ଷ ଏବଂ ଗୁରୁତର ଆହତ ବ୍ୟକ୍ତିଙ୍କୁ 50 ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଧାନମନ୍ତ୍ରୀଙ୍କ ଜାତୀୟ ସହାୟତା ପାଣ୍ଠିରୁ ପ୍ରଦାନ କରାଯିବା ପାଇଁ ଘୋଷଣା କରିଛନ୍ତି ।